ବିଧାନସଭା ପ୍ରଥମ ଅଧିବେଶନ ଶେଷ

0 194

ଭୁବନେଶ୍ୱର, ୬ା୭(ଡିକେ ନ୍ୟୁଜ): ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ବୈଠକ ବୁଧବାର ଶେଷ ହୋଇଛି । ପ୍ରଥମ ପର୍ଯ୍ୟାୟ ବୈଠକ ଜୁଲାଇ ୨ ତାରିଖରୁ ଆରମ୍ଭ ହୋଇଥିଲା । ପ୍ରଥମ ଦିନରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ୨୦୨୨-୨୩ ବର୍ଷ ଲାଗି ୨ଲକ୍ଷ କୋଟି ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲେ । ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ବୈଠକ ଜୁଲାଇ ୧୩ ତାରିଖ ଠାରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।

Leave A Reply

Your email address will not be published.