ରାଜଧାନୀରେ ସିରିଜ୍‌ ଦୁର୍ଘଟଣା

ଭୁବନେଶ୍ୱର ୦୩।୦୩ : ରାଜଧାନୀରେ ସିରିଜ୍‌ ଦୁର୍ଘଟଣା । ଜୟଦେବ ବିହାରରୁ ଜାଭିୟର ଛକ ମଧ୍ୟରେ ଦୁର୍ଘଟଣା ଘଟିଛି । ମଦ୍ୟପ କାର୍‌ ଚାଳକ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିବା ଜଣାପଡିଛି । ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ମଦ୍ୟପ କାର୍‌ ଚାଳକକୁ ଥାନାରେ ଅଟକ ରଖିଛି ନୟାପଲ୍ଲୀ ଥାନା ପୋଲିସ ।

Comments (0)
Add Comment