Browsing Category

ରାଜ୍ୟ

ବାର୍ଷିକ ୧.୯ ବିଲିୟନ ୟୁନିଟରୁ ଉଦ୍ଧ୍ୱର୍ ବିଦ୍ୟୁତ ଶକ୍ତି ଉତ୍ପାଦନ କରିବ ଜିନ୍ଦଲ ଷ୍ଟେନଲେସ!

କଳିଙ୍ଗନଗର, : ଭାରତର ସର୍ବବୃହତ ଷ୍ଟେନଲେସ ଷ୍ଟିଲ ଉତ୍ପାଦନକାରୀ ଜିନ୍ଦଲ ଷ୍ଟେନଲେସ ଏହାର ନୂତନ ପ୍ରକାଶିତ ସଷ୍ଟେନେବିଲିଟି ରିପୋର୍ଟ ଅନୁଯାୟୀ ପବନ-ସୌର ହାଇବ୍ର ିଡ,…
Read More...

ଟାଟା ଷ୍ଟିଲ ଫାଉଣ୍ଡେସନ ପକ୍ଷରୁ ବେସିକ୍‌ ଲାଇଫ୍‌ ସପୋର୍ଟ ପ୍ରଶିକ୍ଷଣର ଶୁଭାରମ୍ଭ

ବ୍ରାହ୍ମଣୀପାଳ, : ଟାଟା ଷ୍ଟିଲ୍‌ ଫାଉଣ୍ଡେସନ୍‌ (ଟିଏସ୍‌ଏଫ) ସ୍ଥାନୀୟ ବିକାଶ ଏବଂ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତାକୁ ସମର୍ଥନ କରି ବ୍ରାହ୍ମଣୀପାଳ ଠାରେ ଏକ…
Read More...

ଉତ୍ସର୍ଗୀକୃତ ସେବା ଯୋଗାଇବାକୁ ଆହ୍ୱାନ

ଭୁବନେଶ୍ୱର,୨୮ା୧୨ : ଓଡ଼ିଶା ରୂପାନ୍ତରଣରେ ସ୍ୱାସ୍ଥ୍ୟସେବା ଏକ ପ୍ରମୁଖ କ୍ଷେତ୍ର। ଓଡ଼ିଶା ଲୋକଙ୍କ ଟଙ୍କାକୁ ଦରମା ଆକାରରେ ଖର୍ଚ୍ଚ କରାଯାଉଛି। ଆପଣଙ୍କୁ ସେମାନଙ୍କ…
Read More...

ନିଯୁକ୍ତି ପାଇବେ ୧୦ ହଜାରରୁ ଉର୍ଦ୍ଧ

ଭୁବନେଶ୍ୱର, : ଓଡ଼ିଶାକୁ ଶିଳ୍ପ ସମୃଦ୍ଧ ରାଜ୍ୟ ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାର ବ୍ୟାପକ ପଦକ୍ଷେପ ନେଉଛନ୍ତି। ଶିଳ୍ପ ଅନୁକୂଳ ନୀତି ସହ ସିଙ୍ଗଲ୍‌ ୱିଣ୍ଡୋ…
Read More...

୨୭ରେ କିଟ୍‌ ନହ୍ନିପରୀ ଗ୍ରାଣ୍ଡ ଫିନାଲେ

ଭୁବନେଶ୍ୱର, : କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆର ୨୩ତମ ସଂସ୍କରଣର ସେମିଫାଇନାଲ୍‌ ଆସନ୍ତା ୨୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବେଳେ ଗ୍ରାଣ୍ଡ ଫିନାଲେ ୨୭…
Read More...

ଓଡ଼ିଶାରେ ଆଉ ଜଣେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,    : ଓଡ଼ିଶାରେ ଚିହ୍ନଟ ହେଲେ ଆଉ ଜଣେ କରୋନା ପଜିଟିଭ୍‌। ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି। ଏ ନେଇ ସୂଚନା ଦେଇଛନ୍ତି…
Read More...

ଜାନୁଆରୀ ୧୫ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୪ା୧୨ : ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟକୁ ୨୦୨୪ ଜାନୁଆରୀ ଶେଷ ସପ୍ତାହରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାପୂର୍ବରୁ ଆଜି…
Read More...

ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟଜଳ ପରି·ଳନାକୁ ସର୍ବୋଚ୍ଚ ପ୍ରାଥମିକତା

ଭୁବନେଶ୍ୱର,  : ଜଳାଶୟ ପୁନରୁଦ୍ଧାର ଏବଂ ବର୍ଜ୍ୟ ଜଳ ପରି•ଳନାର ଗୁରୁତ୍ୱ ଉପରେ ଆଲୋକପାତ କରିବା ପାଇଁ ମୁକ୍ତା ପ୍ରଫେସନାଲମାନଙ୍କ ଦିନିକିଆ ଓରିଏଣ୍ଟେସନ କର୍ମଶାଳା…
Read More...