Browsing Category

ରାଜ୍ୟ

ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ଦାବିରେ କଂଗ୍ରେସର ସତ୍ୟାଗ୍ରହ

ପୁରୀ,: ଭକ୍ତଙ୍କ ପ୍ରବେଶ ଲାଗି ଶ୍ରୀମନ୍ଦିର •ରିଦ୍ୱାର ଖୋଲିବା ଦାବିରେ କଂଗ୍ରେସ ପକ୍ଷରୁ କରାଯାଇଛି ସଂକୀର୍ତ୍ତନ ସତ୍ୟାଗ୍ରହ । ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି…
Read More...

ଜାତୀୟ କ୍ରୀଡ଼ା: ସ୍ୱସ୍ତିଙ୍କ ସ୍ୱର୍ଣ୍ଣ ସହ ଓଡ଼ିଶାର ଅର୍ଦ୍ଧଶତକ

ପାଣାଜୀ, ୯ା୧୧: ଗୋଆରେ •ଲିଥିବା ଜାତୀୟ କ୍ରୀଡ଼ାର ଦ୍ୱିତୀୟ ଶେଷ ଦିବସରେ ଓଡ଼ିଶାକୁ ମୋଟ ୮ ପଦକ ମିଳିଛି । ସାଇକ୍ଲିଂରୁ ଅନ୍ତର୍ଜାତୀୟ-ଅଭିଜ୍ଞ ସ୍ୱସ୍ତି ସିଂହ…
Read More...

ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ଶପଥ

ମାହାଙ୍ଗା,: ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଜନ ସାଧାରଣଙ୍କ ଘରେଘରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ବାତ୍ତା ପହଞ୍ଚେଇବା ପାଇଁ ପୂର୍ବତନ ମନ୍ତ୍ରୀ ତଥା…
Read More...

ରାସ୍ତା ପାଶ୍ୱର୍ରୁ ମାଟି ଖୋଳା ଯାଇ ସଡକ ନିର୍ମାଣ ରାସ୍ତାର ସ୍ଥାୟୀତ୍ୱ ନେଇ ପ୍ରଶ୍ନବାଚୀ!

ନାଉଗାଁ, : ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଳକ ଅନ୍ତର୍ଗତ ଶିଖର-ତିରୁଣା ରାସ୍ତା ସଂପ୍ରସାରଣ ଓ ପୁନଃ ନିର୍ମାଣ କାର୍ଯ୍ୟ ଜାରି ରହିଛି । ଏହି ରାସ୍ତାଟି ଗ୍ରାମ୍ୟ…
Read More...

ସମ୍ବଲପୁରରେ ୫-ଟି ଅଧ୍ୟକ୍ଷ ସମଲେଇ ମନ୍ଦିର ପ୍ରକଳ୍ପର ସମୀକ୍ଷା

ଭୁବନେଶ୍ୱର,୯ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ଆଜି ସକାଳେ ସମ୍ବଲପୁରରେ ସମଲେଇ ପ୍ରକଳ୍ପର…
Read More...

ବିଶ୍ୱସ୍ତରରେ ପହଞ୍ଚିବ ମିଲେଟ ମିଶନ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୧୧: ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ଦୁଇ ଦିନିଆ ଅନ୍ତର୍ଜାତୀୟ ମିଲେଟ୍‌ ସମ୍ମିଳନୀ । ଜନତା ମଇଦାନରେ ଏହାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ…
Read More...

ବଂଶଧାରାରେ ଲୀନ ହେବ କାଶୀନଗର ସହର

ପାରଳାଖେମୁଣ୍ଡି,: ଗଜପତି ଜିଲ୍ଲାର କାଶୀନଗର ବ୍ଲକ ଓ ଏନଏସିକୁ ନେଇ କାଶୀନଗର ସହର ଗଠିତ ହୋଇଛି । କାଶୀନଗର ସହର ପାଶ୍ୱର୍ରେ ବଂଶଧାରା ନଦୀ ପ୍ରବାହିତ ହେଉଛି । ହେଲେ…
Read More...

ମାହାଙ୍ଗା ବିଜେଡି ପକ୍ଷରୁ ଜୋନସ୍ତରୀୟ ପ୍ରଶିକ୍ଷଣ ଶିବିର

ମାହାଙ୍ଗା,: ରାଜ୍ୟ ନବୀନ ସରକାରଙ୍କ ପ୍ରତିଟି ଜନକଲ୍ୟାଣ ଯୋଜନାକୁ ସମଗ୍ର ମାହାଙ୍ଗା ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ଘରେ ଘରେ ପହଞ୍ଚାଇବା ଦିଗରେ ସଦା ସର୍ବଦା ଅହରହ…
Read More...

ଧରାପୃଷ୍ଟରୁ ବିଦାୟ ନେଲେ ମା’ଧନଦାତ୍ରୀ

ଢେଙ୍କାନାଳ,: ଆଜି ଢେଙ୍କାନାଳ ଗଜଲଷ୍ମୀ ପୂଜାର ଭଷାଣୀ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି । ଗତ ମାସ ୨୮ତାରିଖରୁ ଆରମ୍ଭ ହୋଇଥିବା ଢେଙ୍କାନାଳର ଗଣପର୍ବ ଗଜଲକ୍ଷ୍ମୀ ପୂଜା…
Read More...

ରେଳମନ୍ତ୍ରୀ ଙ୍କୁ ଭେଟିଲେ ବିଧାୟକ ଓ ନାଗରିକ ମଞ୍ଚ ସଭାପତି

କେନ୍ଦୁଝର,: ବୁଧବାର ଦିନ କେନ୍ଦୁଝର ନାଗରିକ ମଂଚ ର କାର୍ଯ୍ୟକାରୀ ସଭାପତି ଇଂ ଅଜୟ କୁମାର ସାହୁ ଏବଂ କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀ ଦିଲ୍ଲୀଠାରେ କେନ୍ଦ୍ର…
Read More...