Browsing Category
Main Stories
ସକାଳ ୮ରୁ ଦିନ ୨ ଟା ବ୍ୟାଙ୍କ ଖୋଲା
ଭୁବନେଶ୍ୱର ୧୯ ।୭ (ଡି.କେ. ନ୍ୟୁଜ୍): ମହାମାରୀ କରୋନା ଭାଇରସ ପାଇଁ ଗତ ୧୭ ତାରିଖ ରାତି ୯ଟାରୁ ଆରମ୍ଭ ହୋଇଥିବା ଲକଡାଉନ ଅଞ୍ଚଳରେ ବ୍ୟାଙ୍କର ନୂତନ ସମୟ ନିର୍ଘଣ୍ଟ!-->…
Read More...
Read More...
ପୁଣି ୫୯୧ଜଣ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ଆଜି ଓଡ଼ିଶାରେ ୫୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ!-->…
Read More...
Read More...
ଆଉ ୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର : ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା!-->…
Read More...
Read More...
୨୩ଟି ଜିଲ୍ଲାରୁ ୪୯୪ ଆକ୍ରାନ୍ତ ଚିହ୍ନଟ, ୧୫ ହଜାର ଟପିଲା ସଂଖ୍ୟା
ଭୁବନେଶ୍ୱର : ରାଜ୍ୟର ୨୩ଟି ଜିଲ୍ଲାରୁ ୪୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୨ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ ୧୭୨ ହେଉଛି ଲୋକାଲ!-->…
Read More...
Read More...
ରାଜ୍ୟରେ ଆଉ ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଆଉ ୬୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା!-->…
Read More...
Read More...
୨୩ ଜିଲ୍ଲାରୁ ୫୪୩ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୮୯ ଜଣ!-->!-->!-->…
Read More...
Read More...
ହସ୍ପିଟାଲ୍ରେ ଆଖି ବୁଜିଲେ ସିପାହୀ
ଭୁବନେଶ୍ୱର: କରୋନାରେ ଭୁବନେଶ୍ୱର ସପ୍ତମ ବାଟାଲିୟନର ଜଣେ ସିପାହୀଙ୍କ ମୃତ୍ୟୁ ହୋଇଛି। ସିପାହୀ ଜଣକ ଶନିବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କୋଭିଡ୍!-->!-->!-->…
Read More...
Read More...
ଓଡ଼ିଶାରେ ଆଉ ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ!-->!-->!-->…
Read More...
Read More...
ଜୁଲାଇ ୩୧ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ: ମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ଜୁଲାଇ ୩୧ ଭିତରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସମୀର!-->!-->!-->!-->!-->…
Read More...
Read More...
କରୋନା ଆଉ ୬ ମୃତ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମରୁ ୪,!-->…
Read More...
Read More...