Browsing Category
Main Stories
୨୩ ଜିଲ୍ଲାରୁ ୫୪୩ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ୨୩ ଜିଲ୍ଲାରୁ ନୂଆ ୫୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫୪ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ୧୮୯ ଜଣ!-->!-->!-->…
Read More...
Read More...
ହସ୍ପିଟାଲ୍ରେ ଆଖି ବୁଜିଲେ ସିପାହୀ
ଭୁବନେଶ୍ୱର: କରୋନାରେ ଭୁବନେଶ୍ୱର ସପ୍ତମ ବାଟାଲିୟନର ଜଣେ ସିପାହୀଙ୍କ ମୃତ୍ୟୁ ହୋଇଛି। ସିପାହୀ ଜଣକ ଶନିବାର ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କୋଭିଡ୍!-->!-->!-->…
Read More...
Read More...
ଓଡ଼ିଶାରେ ଆଉ ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ଓଡ଼ିଶାରେ ଆଉ ୬୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ!-->!-->!-->…
Read More...
Read More...
ଜୁଲାଇ ୩୧ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ: ମନ୍ତ୍ରୀ
ଭୁବନେଶ୍ୱର: ଆସନ୍ତା ଜୁଲାଇ ୩୧ ଭିତରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ସମୀର!-->!-->!-->!-->!-->…
Read More...
Read More...
କରୋନା ଆଉ ୬ ମୃତ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୭୦କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗଞ୍ଜାମରୁ ୪,!-->…
Read More...
Read More...
ବିଶ୍ୱର ପ୍ରଥମ କରୋନା ଟିକା ସଫଳ
ନୂଆଦିଲ୍ଲୀ, ୧୩ା୭: ବିଶ୍ୱର ପ୍ରଥମ କରୋନା ଟିକାର କ୍ଲିନିକାଲ ପରୀକ୍ଷା ସଫଳତାର ସହିତ ସମାପ୍ତ ହୋଇଛି । ସେଚେନୋଭ ଫାଷ୍ଟ ମସ୍କୋ ଷ୍ଟେଟ ମେଡିକାଲ ବିଶ୍ୱବିଦ୍ୟାଳୟର!-->…
Read More...
Read More...
ଗଜପତି ପ୍ରଶାସନର କଟକଣା, ସୀମା ପାର ହେଲେ କାର୍ଯ୍ୟରୁ ନିଲମ୍ବନ
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ କରୋନା ସଂକ୍ରମଣର ସ୍ଥିତି ଦୃତ ଗତିରେ ବଢି ଚାଲିଛି । ଏହାକୁ ରୋକ୍ ଦେବା ସହ ସାଧାରଣଙ୍କ ସୁରକ୍ଷା ପାଇଁ ଗଜପତି ପ୍ରଶାସନ ଆନ୍ଧ୍ର,!-->…
Read More...
Read More...
ଲ୍ୟାମ୍ପସ୍ରୁ ଚୋରି ଘଟଣାରେ ୨ ଗିରଫ
ରାଉରକେଲା : ରାଉରକେଲା ବିଶ୍ରା ଥାନା ଅନ୍ତର୍ଗତ ହାତୀବାରି ଲ୍ୟାମ୍ପସରୁ ଚୋରି ଘଟଣାରେ ପୁଲିସ୍ ୨ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ୨ଲକ୍ଷ ୬୪ ହଜାର ଟଙ୍କା!-->…
Read More...
Read More...
ଦୁଇ ହାର୍ଡକୋର ମାଓବାଦୀ ଙ୍କ ଆତ୍ମସମର୍ପଣ
ମାଲକାନଗିରି : ମାଲକାନଗିରି ପୋଲିସ ନିକଟରେ ୨ ହାର୍ଡକୋର ମାଓବାଦୀ ଙ୍କ ଆତ୍ମସମର୍ପଣ । ଜଣେ ମହିଳା ଲାକେ ପୁନେମ ଓ ଜଣେ ପୁରୁଷ କାନା ମାଡ଼ି । ଏମାନେ ଦୀର୍ଘଦିନ!-->!-->!-->…
Read More...
Read More...
ବିଚାରାଧୀନ କଏଦୀଙ୍କୁ କରୋନା
ଯାଜପୁର: ଯାଜପୁର ଉପକାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। କଏଦୀ ଜଣକ ଅଣ ଓଡିଆ ହୋଇଥିବାବେଳେ ପତ୍ନୀକୁ ହତ୍ୟା!-->!-->!-->…
Read More...
Read More...