ଡକ୍ଟର ଶ୍ୟାମପ୍ରସାଦ ମୁଖାର୍ଜୀ ଙ୍କ ଜୟନ୍ତୀ ପାଳନ କଲେ ବିଜେପି କର୍ମକର୍ତ୍ତା

0 55
ଧର୍ମଗଡ : ମହାନ ଶିକ୍ଷାବିତ,ପ୍ରଖର ରାଷ୍ଟ୍ରବାଦୀ ଏବଂ ଭାରତୀୟ ଜନସଂଘର ସଂସ୍ଥାପକ ଡ଼ଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ଜୟନ୍ତୀ ପାଳନ କରାଯାଇଛି। ଏହି ଅବସରରେ କୋକସରା ବ୍ଲକ କୋକସରା ମଣ୍ଡଳ ବିଜେପି ପକ୍ଷରୁ ମଣ୍ଡଳ ସଭାପତି ବସନ୍ତ ନାଗ ଙ୍କ ଅଧ୍ୟକ୍ଷତାରେ ଡକ୍ଟର ଶ୍ୟାମପ୍ରସାଦ ମୁଖାର୍ଜୀ ଫୋଟୋଚିତ୍ର ରେ ମାଲ୍ୟାର୍ପଣ ପୂର୍ବକ ତାଙ୍କ ସ୍ମୃତି ଚାରଣ କରି ତାଙ୍କ ନୀତି ଆଦର୍ଶ ରେ ଚାଲିବାକୁ ଉପସ୍ଥିତ ବିଜେପି ନେତା ମାନେ ମତ ପ୍ରକାଶ କରିଥିଲେ। ଏହି ଅବସରରେ ବିଧାୟକ ପ୍ରତିନିଧି ତ୍ରିନାଥ ଶବର, ମଣ୍ଡଳ ସମ୍ପାଦକ ମନୋଜ କୁମାର ନାଏକ, ଶାରଳା ପ୍ରଧାନୀ, ଧର୍ମାନନ୍ଦ ନେଗି, ନବୀନ ପ୍ରଧାନୀ, ସୋମନାଥ ବାଗ,ଭାବଗ୍ରାହୀ ପ୍ରଧାନୀ ଓ ଅନ୍ୟ କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଥିଲେ।
Leave A Reply

Your email address will not be published.